ସୁସ୍ମିତା ମିଞ୍ଜ-ଆଲିସା ଲୁଗୁନଙ୍କ ମୃତ୍ୟୁ ମଧ୍ୟରେ କୌଣସି ଲିଙ୍କ ନାହିଁ – ଏସପି

kanchanadmin- October 3, 2023

ରାଉରକେଲା:ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଏବଂ ଉଦିତନଗର ଥାନା ଏଏସଆଇ ଆଲିସା ଲୁଗୁନଙ୍କ ମୃତ୍ୟୁ ଘଟଣାରେ କୌଣସି ଲିଙ୍କ ନଥିବା ବୁଧବାର ଦିନ ସ୍ପଷ୍ଟ କରିଛନ୍ତି ରାଉରକେଲା ଏସପି ମିତ୍ରଭାନୁ ମହାପାତ୍ର।ମୃତ ଏଏସଆଇ ଆଲିସା ... Read More

ଏସିଆନ ଗେମ୍ସ: ଆଥଲେଟିକ୍ସରେ ଭାରତକୁ ଆଉ ଦୁଇଟି ସ୍ଵର୍ଣ୍ଣ ପଦକ

kanchanadmin- October 3, 2023

ଚୀନର ହାଙ୍ଗଝୌଉରେ ଚାଲିଥିବା ୧୯ତମ ଏସିଆନ ଗେମ୍ସରେ ମଙ୍ଗଳବାର ଭାରତକୁ ମିଳିଛି ଆଉ ଦୁଇଟି ସ୍ଵର୍ଣ୍ଣ ପଦକ। ପ୍ରତିଯୋଗିତାର ୫ ହଜାର ମିଟର ଦୌଡ଼ରେ ଭାରତର ପାରୁଲ ଚୌଧୁରୀ ପ୍ରଥମ ସ୍ଥାନରେ ରହି ସ୍ଵର୍ଣ୍ଣ ... Read More

ପଦାର୍ଥ ବିଜ୍ଞାନରେ ତିନି ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର

kanchanadmin- October 3, 2023

୨୦୨୩ ବର୍ଷ ପାଇଁ ମିଳିତ ଭାବେ ନୋବେଲ ପୁରସ୍କାର ପାଇବେ ତିନି ଜଣ ପଦାର୍ଥ ବିଜ୍ଞାନୀ। ପିଏରେ ଆଗୋସ୍ତିନି(Pierre Agostini), ଫେରେନ୍ସ କ୍ରାଉଜ(Ferenc Krausz), ଆନୀ ଏଲ’ହୁଇଲିଅର(Anne L’Huillier)ଙ୍କୁ ମିଳିବ ଫିଜିକ୍ସ ନୋବେଲ ପୁରସ୍କାର। ପଦାର୍ଥରେ ଇଲେକ୍ଟ୍ରୋନ ... Read More

ସମ୍ବାଦର ସମ୍ପାଦକ ଦାୟିତ୍ୱ ନେଲେ ତନୟା ପଟ୍ଟନାୟକ

kanchanadmin- October 3, 2023

ବ୍ୟୁରୋ ରିପୋର୍ଟ: ଦୈନିକ ଖବର କାଗଜ ସମ୍ବାଦର ସମ୍ପାଦକ ପଦରୁ ଅବ୍ୟାହତି ନେଇଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ । ସେ ନିଜର ବ୍ୟକ୍ତିଗତ କାରଣ ପାଇଁ ଦୈନିକ ଖବରକାଗଜ ସମ୍ବାଦର ସମ୍ପାଦକ ପଦ ସହ ଇଷ୍ଟର୍ଣ୍ଣ ... Read More

ଜଟଣୀର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ, ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

kanchanadmin- October 3, 2023

ଜଟଣୀ:(କାଞ୍ଚନ ଟିଭି/ଆଶୁତୋଷ ରାୟ) ଜଟଣୀର ବିଭିନ୍ନ ଅନୁଷ୍ଠାନ ଓ ସରକାରୀ କାର୍ଯ୍ୟାଳୟ ପକ୍ଷରୁ ଜାତିର ପିତା ମହାତ୍ମାଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଉଯାଇଛି। ଜଟଣୀ ବରିଷ୍ଠ ନାଗରିକ ସେବା ସଂଘ ... Read More

୨୦୨୫ ଡିସେମ୍ବର ସୁଦ୍ଧା ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ, ହୋମି ଭାବା କ୍ୟାନସର ହସ୍ପିଟାଲ ଏବଂ ରିସର୍ଚ୍ଚ ସେଣ୍ଟର

kanchanadmin- October 3, 2023

ଜଟଣୀ:(କାଞ୍ଚନ ଟିଭି / ଆଶୁତୋଷ ରାୟ) ଜଟଣୀ ନାଇଜର କ୍ୟାମ୍ପସରେ ଆଜି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ହୋମି ଭାବା କ୍ୟାନସର ହସ୍ପିଟାଲ ଏବଂ ରିସର୍ଚ୍ଚ ସେଣ୍ଟରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି କ୍ୟାନସର ... Read More

କିଟ୍ ଓ କିସରେ ପାଳିତ ହେଲା ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ

kanchanadmin- October 3, 2023

ଭୁବନେଶ୍ବର:(କାଞ୍ଚନ ଟିଭି/ରୂପାଲୀ ନାୟକ) କିଟ୍ ଓ କିସରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ମହାତ୍ମା ଗାନ୍ଧୀଙ୍କ ୧୫୪ତମ ଜୟନ୍ତୀ ... Read More

error: Content is protected !!