Category: ପାଣିପାଗ
୨୪ ଘଣ୍ଟା ମଧ୍ୟରେ ୨୬ ଜିଲ୍ଲାରେ ଝଡ଼ବର୍ଷା ସହ ୧୦ ଜିଲ୍ଲାରେ ପ୍ରବଳ ବର୍ଷା
ଭୁବନେଶ୍ୱର: (କାଞ୍ଚନଟିଭି/ରୂପାଲୀ ନାୟକ) ଆଗାମୀ ୨ଦିନ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି। ୭ତାରିଖରେ ଯାଏ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ... Read More
ପ୍ରବଳରୁ ଅତି ପ୍ରବଳ ବର୍ଷା: ୪ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ
ଭୁବନେଶ୍ୱର:(କାଞ୍ଚନ ଟିଭି) ତୀବ୍ର ଅବପାତର ରୂପ ନେଲା ଉତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂଚନା ମୁତାବକ, ଏହା ଏବେ ଉତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୨୫ କିଲୋମିଟର ... Read More
ଆସନ୍ତା ୩ ଦିନ ମଧ୍ୟ ରାଜ୍ୟରେ ମୌସୁମୀଜନିତ ବର୍ଷା ଜାରି ରହିବ
ଭୁବନେଶ୍ୱର:(କାଞ୍ଚନ ଟିଭି) ରାଜ୍ୟରେ ସକ୍ରିୟ ମୌସୁମୀ ଯୋଗୁଁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଶନିବାର ଦିନ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଝାରସୁଗୁଡ଼ା, ସମ୍ବଲପୁର, ... Read More
ଆସନ୍ତା ୧୬ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ
ଭୁବନେଶ୍ୱର:(କାଞ୍ଚନ ଟିଭି) ଆସନ୍ତା ୧୬ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଘନୀଭୂତ ହୋଇ ନେଇପାରେ ଲଘୁଚାପର ରୂପ । ସେପଟେ ଏବେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ... Read More
ମୌସୁମୀ ଛୁଇଁଲା ଓଡ଼ିଶା
ଭୁବନେଶ୍ୱର:(କାଞ୍ଚନଟିଭି ବ୍ୟୁରୋ) ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ମୌସୁମୀ ଏବେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାକୁ ଆସିଥିବାବେଳେ ଆସନ୍ତା ଦୁଇ ଦିନ ମଧ୍ୟରେ ସାରା ରାଜ୍ୟରେ ପ୍ରବେଶ କରିବ। ଏନେଇ ଗୁରୁବାର ... Read More
ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେଲାଣି
ଭୁବନେଶ୍ୱର/ଝାରସୁଗୁଡ଼ା/ବାରିପଦା:(କାଞ୍ଚନଟିଭି/ବୁ୍ୟରୋ) ଗ୍ରୀଷ୍ମ ଋତୁ ଆରମ୍ଭରୁ ରାଜ୍ୟରେ ତାତି ଅସମ୍ଭାଳ ହେଲାଣି । ଶୁଷ୍କ ଉଷ୍ମ ବାୟୁ ପ୍ରବାହ ବଢ଼ିବା ଯୋଗୁ ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ତାପମାତ୍ରା ବଢ଼ିବାରେ ଲାଗିଛି ... Read More
୧୩ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ,ପ୍ରବଳ ଛେଚିବ
ଭୁବନେଶ୍ୱର:(କାଞ୍ଚନଟିଭି ବ୍ୟୁରୋ)ରାଜ୍ୟରେ ସକ୍ରିୟ ରହିଛି ପଶ୍ଚିମା ଝଡ଼ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେଉଛି । ଆସନ୍ତା ଦୁଇ ଦିନ ଯାଏ ଝଡ଼ ବର୍ଷା ହେବ । ... Read More

