Tag: #bestodianewschannel
ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହେଲେ ଅଭିନେତା ଅରିନ୍ଦମ ରାୟ
ଭୁବନେଶ୍ବର:(କାଞ୍ଚନ ଟିଭି/ମୋନାଲୀ ନାୟକ) ସିନେ ତାରକା ଅରିନ୍ଦମ ରାୟ ଆଜି ବିଜୁ ଜନତା ଦଳ ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ଏହାକୁ ନେଇ ରାଜନୀତିକ ମହଲରେ ହଇଚଇ ସୃଷ୍ଟି ହୋଇଛି। କାରଣ ଅରିନ୍ଦମ ବିଜୁ ... Read More
ରଚନା ଲଢିବେ ଲୋକସଭା ନିର୍ବାଚନ; ହୁଗୁଳିରୁ ରଚନା, ବରହାମପୁରରୁ ୟୁସଫ୍ ପଠାନଙ୍କୁ ଟିଏମସି ଟିକେଟ
କୋଲକାତା:(ଏଜେନ୍ସି) ଲୋକସଭା ନିର୍ବାଚନ ଲଢିବେ ରଚନା ବାନାର୍ଜୀ । ଲୋକପ୍ରିୟ ଓଡିଆ ଫିଲ୍ମ ଅଭିନେତ୍ରୀ ରଚନା ବାନାର୍ଜୀ ଚଳିତ ବର୍ଷ ଟିଏମସି ଟିକେଟରୁ ଲୋକସଭା ନିର୍ବାଚନ ଲଢିବାକୁ ଯାଉଛନ୍ତି। ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ... Read More
ପୋଷ୍ଟର ଓ ବ୍ୟାନର, ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ପରେ କାର୍ଯ୍ୟାନୁଷ୍ଠାନ ନେଲା ବିଏମସି
ଭୁବନେଶ୍ୱର:(କାଞ୍ଚନ ଟିଭି) ରାଜଧାନୀରୁ ହଟାଯିବ ଦଳୀୟ ପୋଷ୍ଟର ଓ ବ୍ୟାନର । କାନ୍ଥବାଡ଼ରେ ଲେଖାଯାଇଥିବା ଦଳୀୟ ସ୍ଲୋଗାନ ମଧ୍ୟ ହଟାଯିବ। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ବିଏମସି ଅଞ୍ଚଳରୁ ସମସ୍ତ ରାଜନୈତିକ ଦଳର ପୋଷ୍ଟର ... Read More
ଚନ୍ଦ୍ରମା ଆପାର୍ଟମେଣ୍ଟ ଗୁଳିକାଣ୍ଡ ଘଟଣା : କୋର୍ଟରେ ହାଜର ହେଲେ ସାନଖେମୁଣ୍ଡି ବିଧାୟକ
ଭୁବନେଶ୍ବର:(କାଞ୍ଚନ ଟିଭି) ଭୁବନେଶ୍ବର ଚନ୍ଦ୍ରମା ଆପାର୍ଟମେଣ୍ଟ ଗୁଳିକାଣ୍ଡ ଘଟଣାରେ କୋର୍ଟରେ ହାଜର ହେଲେ ବିଧାୟକ ରମେଶ ଜେନା। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବିଧାୟକ ହେଉଛନ୍ତି ରମେଶ ଜେନା। ଭୁବନେଶ୍ବର କୋର୍ଟରେ ବିଧାୟକ ହାଜର ହୋଇଛନ୍ତି। ... Read More
ସ୍ଵାବଲମ୍ବୀ କାରିଗରମାନଙ୍କ ପ୍ରାପ୍ୟ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ପାରିଶ୍ରମିକ ୪,୦୦୦ ଟଙ୍କାରୁ ୬,୫୦୦ ଟଙ୍କାକୁ ବୃଦ୍ଧି
ଭୁବନେଶ୍ବର:(କାଞ୍ଚନ ଟିଭି) ସ୍ବାବଲମ୍ବୀ କାରିଗରମାନଙ୍କ ପ୍ରାପ୍ୟ ବୃଦ୍ଧି କଲେ ରାଜ୍ୟ ସରକାର। ପାରିଶ୍ରମିକ ୪,୦୦୦ ଟଙ୍କାରୁ ୬,୫୦୦ ଟଙ୍କାକୁ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ... Read More
ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ଘରେ ସିବିଆଇ ର ଚଢାଉ; ପିଏମ ମୋଦୀଙ୍କୁ କରୁଥିଲେ ବିରୋଧ
ନୂଆଦିଲ୍ଲୀ:(ବ୍ୟୁରୋ) ଦେଶର ସର୍ବବୃହତ ଅନୁସନ୍ଧାନକାରୀ ସଂସ୍ଥା ସେଣ୍ଟ୍ରାଲ ବ୍ୟୁରୋ ଅଫ୍ ଇନ୍ଭେଷ୍ଟିଗେସନ୍ (ସିବିଆଇ) ଆଜି ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ଘର ସମେତ 3୩୦ ରୁ ଅଧିକ ସ୍ଥାନରେ ଚଢାଉ କରିଛି। ... Read More
କୋଇଡା ଲକ୍ଷ୍ମୀ ବସ୍ ର ଶୁଭାରମ୍ଭ
କୋଇଡା: ଆଜି ଅପରାହ୍ନ କୋଇଡା ବ୍ଲକ୍ କାର୍ଯ୍ୟାଳୟ ପରିସର ଠାରୁ ଲକ୍ଷ୍ମୀ ବସ୍ ର ଶୁଭାରମ୍ଭ ହୋଇଯାଇଛି । ଉକ୍ତ ଅବସରରେ କୋଇଡା ବ୍ଲକ୍ ବିଡିଓ ରଶ୍ମି ରେଖା ପାତ୍ର, କୋଇଡା ଜିଲ୍ଲା ପରିଷଦ ... Read More

