
ଆରବ ସାଗରରେ ବଳ ଗୋଟାଉଛି ବାତ୍ୟା ‘ଶକ୍ତି’, ଘଣ୍ଟା ପ୍ରତି ୬୫ କିମି ବେଗରେ ବହୁଛି ପବନ
ଭୁବନେଶ୍ବର: ମାଡ଼ି ଆସୁଛି ବାତ୍ୟା ‘ଶକ୍ତି’। ଆରବ ସାଗରରେ ବଳ ଗୋଟାଉଛି ବା ବାତ୍ୟା ‘ଶକ୍ତି’ । ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ରୂ ନେବାର ସମ୍ଭାବନା ରହିଛି । ଏହା ନାଲିୟାଠା 990 କିଲୋମିଟର ଦକ୍ଷିଣ-ପଶ୍ଚିମରେ ରହିଛି । ฉถูก-ଦକ୍ଷିଣପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୮ରୁ ୧୨ କିଲୋମିଟର ବେଗରେ ଗତି କରୁଛି ଘଣ୍ଟା ପ୍ରତି ୬୫ କିମି ବେଗରେ ପବନ ବହୁଛି। ଗୁଜରାଟ-ମହାରାଷ୍ଟ୍ର ଅଶାନ୍ତ ରହିଛି । ୨୪୦ ଏବଂ ଉପକୂଳରେ ଝଡ଼ ସାଙ୍ଗକୁ ସମୁଦ୍ର ଅ ମତ୍ସ୍ୟଜୀବୀମାନେ ଅକ୍ଟୋବର ୬ ଯାଏଁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ବାତ୍ଯା ‘ଶକ୍ତି Q ନାମକରଣ କରିଛି ଶ୍ରୀଲଙ୍କା ଙ୍କା । ‘ଶକ୍ତି’ର ଅର୍ଥ ହେଉଛି ବଳ । ଚଳିତ ବାତ୍ୟା ଋତୁରେ ଏହା ହେଉଛି ପ୍ରଥମ ବାତ୍ୟା ଉତ୍ତରପୂର୍ବ ଆରବ ରବସାଗରରେ କେନ୍ଦ୍ରୀଭୂତ ଥୁବା ଗଭୀର ଅବପାତ ପଶ୍ଚିମ-ଉତ୍ତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ଦ୍ବାରକା ନାଠାରୁ ପୋରବନ୍ଦରଠା ଠାରୁ ୨୭୦ କିଲୋମି ମିଟର ଦୂରରେ ରହିଛି ଗଭୀର ଅବପାତ । ପାକିସ୍ତାନ କରାଚି ।ଚିରୁ ୪୦୦ କି.ମି. ଦକ୍ଷିଣରେ ଅବସ୍ଥିତ ରହିଛି । ଗତ ୬ ଘଣ୍ଟା ହେଳ ପଶ୍ଚିମ -ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାକୁ ୧୩ କିଲୋମିଟର ବେଗରେ ଆଗକୁ ବଢୁଛି। ଆଗାମୀ ୧୨ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଏକ ବାତ୍ୟାରେ ପରିଣତ ହେବ । ଏହାର ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଭୀଷଣ ବାତ୍ୟାରେ ପରିଣତ ହେବା ଅନୁମାନ କରିଛି ଆଇଏମଡି ଅକ୍ଟୋବର ୩ରୁ ୬ ତାରିଖ ପର୍ଯ୍ୟନ୍ତ ଅଶାନ୍ତ ରହିବ ଆରବ ସାଗର । ଗୁଜରାଟ, ଉତ୍ତର ମହାରାଷ୍ଟ୍ର ଓ ପାକିସ୍ତାନ ଉପକୂଳଅକ୍ଟୋବର ୫ ପର୍ଯ୍ୟନ୍ତ ଅତ୍ୟନ୍ତ ଅଶାନ୍ତ ରହିବ ।ସେପଟେ ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି ।
ଗଜପତି ଜିଲ୍ଲାରେ ଉତ୍ତରାଖଣ୍ଡ ଭଳି ଜଳ ପ୍ରଳୟର ଦୃଶ୍ୟ ଦେଖିବାକୁ ମିଳିଛି । ରାସ୍ତା ଉପରେ ପାଣି ପ୍ରବାହିତ ହେଉଛି । ଘର ଭିତରେ ବି ପାଣି ପଶି ଯାଇଛି, କାର ବୁଡି ରହିଛି । କେତେକ ସ୍ଥାନରେ ରାସ୍ତା ଓ କଲଭେର୍ଟ ଉଭୟ ଭାସିଯାଇଛି ଅନେକ ସ୍ଥାନରେ ରାସ୍ତା ଉପରେ ବିରାଟ କାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ମୋହନା ବ୍ଲକର ପାପାଏଜୁ ଗାଁ ନିକଟ ଘାଟିର ଦୁର୍ଗମ ପାହାଡ଼ରେ ଭୂସ୍ଖଳନ ହୋଇ ମାଟି ଅତଡ଼ା ଖସିଛି । ଫଳରେ ୨୦ରୁ ଅକ ଗାଁକୁ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି।

