ଆସନ୍ତା ୯ ରେ ଆଉ ଏକ ଲଘୁଚାପ ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

ଆସନ୍ତା ୯ ରେ ଆଉ ଏକ ଲଘୁଚାପ ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର: ପଛକୁ ପଛ ଲଘୁଚାପ । ଗୋଟିଏ ด ଯାଉଣୁ ଆଉ ଗୋଟିଏ । ଅକ୍ଟୋବର ବର ୯ରେ ଆଉ ଏକ ତାରିଖ ବେଳକୁ ଲଘୁଚାପ ସମ୍ଭାବନା । ଆସନ୍ତା ଉତ୍ତର ବଙ୍ଗୋପସାଗରରେ ଆଉ ଆଉଏକ ଲଘୁଚାପ ସମ୍ଭାବନା ରହିଛି । ପ୍ରଭାବରେ ରାଜ ରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ଏପଟେ ଆଜି ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାଣ୍ଡିଂ ଜାରି କରାଯାଇଛି । କିଛି ସ୍ଥାନରେ ଘଣ୍ଟା ପ୍ରତି ପବନ ବହିପାରେ। ୩୦ରୁ ୪୦ କିଲୋମିଟର ବେଗରେ ପ ସେହିପରି ବିଜୁଳି, ଘଡ଼ଘଡ଼ି ପାଇଁ ୨୦ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ ସେହିପରି ଆସନ୍ତାକାଲି ବିଜୁଳି, ଘଡ଼ଘଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାଣ୍ଡିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Spread the love
CATEGORIES
TAGS
Share This

COMMENTS

Wordpress (0)
Disqus ( )
error: Content is protected !!