![ପବିତ୍ର ଲକ୍ଷ୍ମୀପୂଜା ଓ କୁମାର ପୂର୍ଣ୍ଣିମା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ପବିତ୍ର ଲକ୍ଷ୍ମୀପୂଜା ଓ କୁମାର ପୂର୍ଣ୍ଣିମା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ](https://kanchantv.com/wp-content/uploads/2022/10/images-1-1.jpg)
ପବିତ୍ର ଲକ୍ଷ୍ମୀପୂଜା ଓ କୁମାର ପୂର୍ଣ୍ଣିମା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର :(କାଞ୍ଚନଟିଭି) ଆଜି ସାରାରାଜ୍ୟରେ ପବିତ୍ର ଲକ୍ଷ୍ମୀପୂଜା ଓ କୁମାର ପୂର୍ଣ୍ଣିମା ପାଳନ କରାଯାଉଛି ।
ଏହି ଉପଲକ୍ଷେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ମା’ଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।