ବନକଲାଗି ନୀତି: ଆଜି ସନ୍ଧ୍ୟା ୫ଟାରୁ ରାତି ୯ଟା ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ବନକଲାଗି ନୀତି: ଆଜି ସନ୍ଧ୍ୟା ୫ଟାରୁ ରାତି ୯ଟା ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ବୁଧବାର ଦିନ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବଡ଼ ଠାକୁରଙ୍କ ବନକଲାଗି ନୀତି। ଏହି ଗୁପ୍ତ ନୀତି ପାଇଁ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଚାରି ଘଣ୍ଟା ଧରି ବଡ଼ ଠାକୁରଙ୍କ ସେବାରେ ଲାଗିବେ ଦତ୍ତ ମହାପାତ୍ର ସେବକମାନେ। ହିଙ୍ଗଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପ୍ରାକୃତିକ ରଙ୍ଗରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୀଙ୍ଗାର କରାଯିବ।

Spread the love
CATEGORIES
TAGS
Share This

COMMENTS Wordpress (0) Disqus ( )

error: Content is protected !!